ବିଚାରକର୍ତ୍ତା 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ। Viz kapitolaଓଡିଆ ବାଇବେଲ1 ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ। Viz kapitolaପବିତ୍ର ବାଇବଲ1 ମିସ୍ପୀରେ ଇସ୍ରାଏଲର ସୈନ୍ୟମାନେ ଏକ ପ୍ରତିଜ୍ଞା କଲେ। ସେମାନଙ୍କର ପ୍ରତିଜ୍ଞା ଏହିପରି ଥିଲା, “ଆମ୍ଭମାନଙ୍କ ମଧ୍ୟରୁ କେହି ବିନ୍ୟାମୀନ ପରିବାରବର୍ଗକୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବେ ନାହିଁ।” Viz kapitola |