ବିଚାରକର୍ତ୍ତା 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍ଗଧାରରେ ଆଘାତ କର। Viz kapitolaଓଡିଆ ବାଇବେଲ10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର। Viz kapitolaପବିତ୍ର ବାଇବଲ10 ତେଣୁ ଇସ୍ରାଏଲର ଲୋକମାନେ 12,000 ସାହସୀ ସୈନ୍ୟମାନଙ୍କୁ ଯାବେଶ୍ ଗିଲିୟଦକୁ ପଠାଇଲେ। ସେମାନେ ସେହି ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦକୁ ଯାଅ ସେଠାକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ୟା କର। Viz kapitola |