Online Bible

- Reklamy -




ବିଚାରକର୍ତ୍ତା 21:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ସଦାପ୍ରଭୁ ଇସ୍ରାଏଲ-ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

Viz kapitola kopírovat

ଓଡିଆ ବାଇବେଲ

15 ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

Viz kapitola kopírovat

ପବିତ୍ର ବାଇବଲ

15 ଲୋକମାନେ ବିନ୍ୟାମୀନର ପରିବାରବର୍ଗର ଲୋକମାନଙ୍କ ପାଇଁ ଦୁଃଖ ଅନୁଭବ କଲେ, କାରଣ ସଦାପ୍ରଭୁ ଇସ୍ରାଏଲରେ ଅନ୍ୟ ପରିବାରବର୍ଗଠାରୁ ସେମାନଙ୍କୁ ଅଲଗା କଲେ।

Viz kapitola kopírovat




ବିଚାରକର୍ତ୍ତା 21:15

Následuj nás:

Reklamy


Reklamy