Online Bible

- Reklamy -




ବିଚାରକର୍ତ୍ତା 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?

Viz kapitola kopírovat

ଓଡିଆ ବାଇବେଲ

16 ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ?

Viz kapitola kopírovat

ପବିତ୍ର ବାଇବଲ

16 ଇସ୍ରାଏଲର ଅଧିପତିମାନେ କହିଲେ, “ବିନ୍ୟାମୀନ ପରିବାରବର୍ଗ ମଧ୍ୟରୁ ସ୍ତ୍ରୀମାନେ ମରା ଯାଇଛନ୍ତି। ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କ’ଣ କରିବା?

Viz kapitola kopírovat




ବିଚାରକର୍ତ୍ତା 21:16

Následuj nás:

Reklamy


Reklamy