ବିଚାରକର୍ତ୍ତା 21:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆହୁରି ସେମାନେ କହିଲେ, ଦେଖ, ବୈଥେଲର ଉତ୍ତର ଦିଗରେ, ବୈଥେଲଠୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ। Viz kapitolaଓଡିଆ ବାଇବେଲ19 ଆହୁରି ସେମାନେ କହିଲେ, ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ। Viz kapitolaପବିତ୍ର ବାଇବଲ19 ସେମାନେ କହିଲେ, ଶୀଲୋରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସେଠାରେ ହୁଏ।” ଶୀଲୋ ବୈଥେଲ୍ର ଉତ୍ତରରେ ଥିଲା, ବୈଥେଲଠାରୁ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକୁ ଥିଲା। Viz kapitola |