Online Bible

- Reklamy -




ବିଚାରକର୍ତ୍ତା 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ବିନ୍ୟାମୀନ-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

23 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।

Viz kapitola kopírovat

ପବିତ୍ର ବାଇବଲ

23 ଏଣୁ ଏହା ଅନୁସାରେ ବିନ୍ୟାମୀନୀୟ ପରିବାରବର୍ଗର ଲୋକମାନେ କଲେ। ଯେତେବେଳେ ଯୁବତୀମାନେ ନାଚୁଥିଲେ, ପ୍ରତ୍ୟେକ ଲୋକମାନେ ଜଣେ ଜଣେ ଯୁବତୀମାନଙ୍କୁ ଧରିଲେ, ସେମାନଙ୍କୁ ନେଇଗଲେ ଏବଂ ବିବାହ କଲେ। ତା'ପରେ ସେମାନେ ସେମାନଙ୍କର ଦେଶକୁ ଫେରି ଆସିଲେ। ବିନ୍ୟାମୀନୀୟ ଲୋକମାନେ ପୁନ୍ନରାୟ ସେମାନଙ୍କର ନଗର ନିର୍ମାଣ କଲେ ଓ ସେଠାରେ ବାସ କରିବାକୁ ଆରମ୍ଭ କଲେ।

Viz kapitola kopírovat




ବିଚାରକର୍ତ୍ତା 21:23

Následuj nás:

Reklamy


Reklamy