Online Bible

- Reklamy -




ବିଚାରକର୍ତ୍ତା 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

24 ତହୁଁ ଇସ୍ରାଏଲ ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

24 ଏହା ପରେ ଇସ୍ରାଏଲର ଲୋକମାନେ ସେମାନଙ୍କର ନିଜ ପରିବାରବର୍ଗକୁ ଏବଂ ସେମାନଙ୍କର ପରିବାରକୁ ଏବଂ ନିଜ ଦେଶରେ ଥିବା ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।

Viz kapitola kopírovat




ବିଚାରକର୍ତ୍ତା 21:24

Následuj nás:

Reklamy


Reklamy