ବିଚାରକର୍ତ୍ତା 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ପ୍ରତିକୂଳରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ। Viz kapitolaଓଡିଆ ବାଇବେଲ12 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ। Viz kapitolaପବିତ୍ର ବାଇବଲ12 ଏହା ପରେ ଇସ୍ରାଏଲର ଲୋକମାନେ ସେହିସବୁ କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି କହିଥିଲେ। ତେଣୁ ସଦାପ୍ରଭୁ ଇଗ୍ଲୋନ, ମୋୟାବର ରାଜା ଶକ୍ତିଶାଳୀ ଇସ୍ରାଏଲର ଲୋକମାନଙ୍କୁ ହରାଇବାକୁ ପ୍ରସ୍ତୁତ କଲେ। Viz kapitola |