ବିଚାରକର୍ତ୍ତା 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ଖଡ଼୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ଼୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ଼୍ଗ ପଛଭାଗରେ ବାହାରିଲା। Viz kapitolaଓଡିଆ ବାଇବେଲ22 ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା। Viz kapitolaପବିତ୍ର ବାଇବଲ22 ଏହୂଦ ତାଙ୍କ ପେଟରେ ଖଡ଼୍ଗ ପୁରାଇଲାବେଳେ, ତାଙ୍କର ଖଡ଼୍ଗ ସହିତ ମୁଠା ମଧ୍ୟ ପଶିଗଲା। ଚର୍ବ୍ବୀ ସମ୍ପୂର୍ଣ୍ଣ ଖଣ୍ଡାରେ ଲାଗି ରହିଥିଲା। ଏହୂଦ ଖଡ଼୍ଗ ବାହାର କଲେ ନାହିଁ। ଇଗ୍ଲୋନ ଖଡ଼୍ଗଘାତ ହେଲା ପରେ, ସେ ନିଜର କ୍ଷମତା ଅନ୍ତବୁଜୁଳା ଉପରୁ ହରାଇଥିଲା ଏବଂ ମଳ ପଦାକୁ ବାହାରି ଆସିଥିଲା। Viz kapitola |