ବିଚାରକର୍ତ୍ତା 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ସେ ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ। Viz kapitolaଓଡିଆ ବାଇବେଲ27 ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ। Viz kapitolaପବିତ୍ର ବାଇବଲ27 ଏହୂଦ ଯେତେବେଳେ ସିୟୀରାରେ ପହଞ୍ଚିଲେ, ସେ ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ। ଇସ୍ରାଏଲ ସନ୍ତାନଗଣ ତୂରୀର ଶବ୍ଦ ଶୁଣି ପର୍ବତରୁ ଓହ୍ଲାଇ ଆସିଲେ। ଏହୂଦ ସେମାନଙ୍କର ନେତୃତ୍ୱ ନେଲେ। Viz kapitola |