ବିଚାରକର୍ତ୍ତା 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କୁ ପାସୋରି ବାଲ୍- ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ। Viz kapitolaପବିତ୍ର ବାଇବଲ7 ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲୀୟ ଲୋକମାନେ ସବୁ ପ୍ରକାର କର୍ମରେ ରତ ଥିଲେ। ଯାହାସବୁ ସଦାପ୍ରଭୁଙ୍କ ଚକ୍ଷୁରେ ପାପ ଥିଲା। ଏବଂ ବାଲ୍ଦେଶର ଦେବତାଗଣର ଆଶେରା ଦେବିଗଣର ପୂଜା କଲେ ଏବଂ ସଦାପ୍ରଭୁଙ୍କ ବିଷୟସବୁ ପାଶୋରି ଗଲେ। Viz kapitola |