ବିଚାରକର୍ତ୍ତା 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଦବୋରା ବାରକ୍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଦବୋରା ବାରକ୍କୁ କହିଲେ, ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି? ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର୍ ପର୍ବତରୁ ଓହ୍ଲାଇ ଗଲେ। Viz kapitolaଓଡିଆ ବାଇବେଲ14 ସେତେବେଳେ ଦବୋରା ବାରକ୍କୁ କହିଲେ, ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇ ଯାଇ ନାହାନ୍ତି ? ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ। Viz kapitolaପବିତ୍ର ବାଇବଲ14 ଏହା ପରେ ଦବୋରା ବାରକକୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହେବେ ସୀଷରାକୁ ପରାସ୍ତ କରିବା ପାଇଁ, ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତୁମ୍ଭ ଆଗେ ଆଗେ ଗଲେ।” ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କୁ ତାବୋର ପର୍ବତର ପ୍ରଦେଶକୁ ଆଣିଲେ। Viz kapitola |