ବିଚାରକର୍ତ୍ତା 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା; Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର କତିକି ଆସନ୍ତୁ, ଭୟ ନ କରନ୍ତୁ; ତହିଁରେ ସେ ତାହା ଆଡ଼କୁ ଫେରି ତମ୍ଵୁ ଭିତରକୁ ଯାଆନ୍ତେ, ସେ ଏକ କମ୍ଵଳରେ ତାହାକୁ ଘୋଡ଼ାଇ ରଖିଲା; Viz kapitolaଓଡିଆ ବାଇବେଲ18 ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, ହେ ମୋହର ପ୍ରଭୁ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ; ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା; Viz kapitolaପବିତ୍ର ବାଇବଲ18 ଯାୟେଲ ଦେଖିଲେ ସୀଷରା ତାଙ୍କ ଆଡ଼କୁ ଦୌଡ଼ି ଆସୁଛନ୍ତି। ତେଣୁ ସେ ବାହାରକୁ ଆସି ତାଙ୍କୁ ଦେଖା କଲେ। ଯାୟେଲ ସୀଷରାକୁ କହିଲେ, “ମହାଶୟ, ମୋର ତମ୍ବୁକୁ ଆସନ୍ତୁ, ଭୟ କରନ୍ତୁ ନାହିଁ।” ତେଣୁ ସେ ତମ୍ବୁ ଭିତରକୁ ଯିବା ମାତ୍ରେ ତାଙ୍କୁ ଯାୟେଲ ଏକ କମ୍ବଳ ଘୋଡ଼ାଇ ଦେଲେ। Viz kapitola |