Online Bible

- Reklamy -




ବିଚାରକର୍ତ୍ତା 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।

Viz kapitola kopírovat

ଓଡିଆ ବାଇବେଲ

19 ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।

Viz kapitola kopírovat

ପବିତ୍ର ବାଇବଲ

19 ସୀଷରା ଯାୟେଲକୁ କହିଲେ, “ମୁଁ ଭାରି ତୃଷାର୍ତ୍ତ, ମୋତେ କିଛି ପାଣି ପିଇବାକୁ ଦିଅ।” ଯାୟେଲ ତାଙ୍କୁ ଏକ ଚମଡ଼ା ବୋତଲରେ କିଛି କ୍ଷୀର ପିଇବାକୁ ଦେଲେ ଓ ତା'ପରେ ତାକୁ କମ୍ବଳ ଘୋଡ଼ାଇ ଦେଲେ।

Viz kapitola kopírovat




ବିଚାରକର୍ତ୍ତା 4:19

Následuj nás:

Reklamy


Reklamy