Online Bible

- Reklamy -




ବିଚାରକର୍ତ୍ତା 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଦେଖ, ବାରକ୍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି। ତହିଁରେ ସେ ତାହା ନିକଟକୁ ଆସିଲାନ୍ତଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ଵୁ-ମେଖ ରହିଅଛି।

Viz kapitola kopírovat

ଓଡିଆ ବାଇବେଲ

22 ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି। ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।

Viz kapitola kopírovat

ପବିତ୍ର ବାଇବଲ

22 ଠିକ୍ ଏହା ପରେ ବାରକ୍ ସୀଷରାକୁ ଖୋଜି ଖୋଜି ତମ୍ବୁ ନିକଟରେ ପହଞ୍ଚିଲା। ଯାୟେଲ ତମ୍ବୁରୁ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲା ଏବଂ କହିଲା, “ଭିତରକୁ ଆସ, ତୁମ୍ଭେ ଯେଉଁ ଲୋକକୁ ଖୋଜୁଅଛ ମୁଁ ତୁମ୍ଭକୁ ଦେଖାଇବି।” ତେଣୁ ବାରକ୍ ଯାୟେଲ ସହିତ ତମ୍ବୁ ଭିତରକୁ ପ୍ରବେଶ କଲା! ସେଠାରେ ସେ ତମ୍ବୁ ଖୁଣ୍ଟ ମୁଣ୍ଡରେ ପଶି ମୃତ୍ୟୁବରଣ କରିଥିବା ସୀଷରାର ମୃତ ଶରୀର ପଡ଼ିଥିବାର ସେ ପାଇଲା।

Viz kapitola kopírovat




ବିଚାରକର୍ତ୍ତା 4:22

Následuj nás:

Reklamy


Reklamy