Online Bible

- Reklamy -




ବିଚାରକର୍ତ୍ତା 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏହିରୂପେ ପରମେଶ୍ଵର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।

Viz kapitola kopírovat

ଓଡିଆ ବାଇବେଲ

23 ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ନତ କଲେ।

Viz kapitola kopírovat

ପବିତ୍ର ବାଇବଲ

23 ସେହି ଦିନ, ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ଆଗରେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ।

Viz kapitola kopírovat




ବିଚାରକର୍ତ୍ତା 4:23

Následuj nás:

Reklamy


Reklamy