ବିଚାରକର୍ତ୍ତା 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା। Viz kapitolaଓଡିଆ ବାଇବେଲ24 ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା। Viz kapitolaପବିତ୍ର ବାଇବଲ24 ଦିନକୁ ଦିନ ଇସ୍ରାଏଲର ଲୋକମାନେ ଅଧିକ ପରାକ୍ରମରୁ ପରାକ୍ରମଶାଳୀ ହେଲେ, ସେମାନେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ ଏବଂ ଶେଷରେ ହତ୍ୟା କଲେ। Viz kapitola |