ବିଚାରକର୍ତ୍ତା 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ କତିକି ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା। Viz kapitolaଓଡିଆ ବାଇବେଲ7 ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା। Viz kapitolaପବିତ୍ର ବାଇବଲ7 ମୁଁ ଯାବୀନ୍ର ସେନାପତି ସୀଷରାକୁ ଆଗେଇ ନେବି, ତା'ର ରଥକୁ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖରେ ତୁମ୍ଭକୁ ଓ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି।’” Viz kapitola |