Online Bible

- Reklamy -




ବିଚାରକର୍ତ୍ତା 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ପ୍ରତିକୂଳରେ ଓହ୍ଲାଇ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

13 ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

13 “ତା'ପରେ ବଞ୍ଚି ରହି ଯାଇଥିବା ବ୍ୟକ୍ତିମାନେ ଶକ୍ତିଶାଳୀ ଲୋକମାନଙ୍କ ଉପରେ ବିଜୟୀ ହେଲେ, ସଦାପ୍ରଭୁଙ୍କର ଲୋକମାନେ ଶକ୍ତିମାନ ଲୋକମାନଙ୍କ ଉପରେ ବିଜୟୀ ହେଲେ।

Viz kapitola kopírovat




ବିଚାରକର୍ତ୍ତା 5:13

Následuj nás:

Reklamy


Reklamy