ବିଚାରକର୍ତ୍ତା 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଗିଲିୟଦ୍ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର୍ ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା। Viz kapitolaଓଡିଆ ବାଇବେଲ17 ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା ? ଆଶେର ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା। Viz kapitolaପବିତ୍ର ବାଇବଲ17 ଗିଲିୟଦ ଲୋକମାନେ ଯର୍ଦ୍ଦନ ନଦୀ ସେପାରିରେ ସେମାନଙ୍କ ଛାଉଣିରେ ବାସ କଲେ। ଆଉ ଦାନ ଜାହାଜଗୁଡ଼ିକରେ କାହିଁକି ରହିଲା? ଆଶେର ସମୁଦ୍ର ତୀରେ ବସି ରହିଥିଲା। ସେ ନିଜ ବନ୍ଦର ନିକଟରେ ବାସକଲା। Viz kapitola |