Online Bible

- Reklamy -




ବିଚାରକର୍ତ୍ତା 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସେମାନଙ୍କୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।

Viz kapitola kopírovat

ଓଡିଆ ବାଇବେଲ

21 କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।

Viz kapitola kopírovat

ପବିତ୍ର ବାଇବଲ

21 କୀଶୋନ୍ ନଦୀ ପୁରୁଣା ନଦୀ ଭଷାଇ ନେଲା ସେଷରା ଲୋକ। ହେ ମୋର ପ୍ରାଣ, ତୁମ୍ଭ ବଳରେ ଅଗ୍ରସର ହୁଅ।

Viz kapitola kopírovat




ବିଚାରକର୍ତ୍ତା 5:21

Následuj nás:

Reklamy


Reklamy