ବିଚାରକର୍ତ୍ତା 5:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ତାହାର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ତାହାର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା। Viz kapitolaଓଡିଆ ବାଇବେଲ27 ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା। Viz kapitolaପବିତ୍ର ବାଇବଲ27 ତାହାର ପାଦତଳେ ନଇଁ ପଡ଼ିଲା, ପାଦତଳେ ସେ ଲୋଟି ପଡ଼ିଲା, ପାଦତଳେ ସେ ଶୋଇ ପଡ଼ିଲା। ଯେଉଁଠାରେ ସେ ଶୋଇ ପଡ଼ିଲା ସେହିଠାରେ ସେ ମଲା। Viz kapitola |