Online Bible

- Reklamy -




ବିଚାରକର୍ତ୍ତା 5:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ଵପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ। ଏ ଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।

Viz kapitola kopírovat

ଓଡିଆ ବାଇବେଲ

31 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।

Viz kapitola kopírovat

ପବିତ୍ର ବାଇବଲ

31 “ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ଏହିପରି ବିନଷ୍ଟ ହୁଅନ୍ତୁ। ମାତ୍ର, ତାଙ୍କର ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରି ସୂର୍ଯ୍ୟ ତୁଲ୍ୟ ହୁଅନ୍ତୁ।” ଏହା ପରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।

Viz kapitola kopírovat




ବିଚାରକର୍ତ୍ତା 5:31

Následuj nás:

Reklamy


Reklamy