ବିଚାରକର୍ତ୍ତା 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା। Viz kapitolaଓଡିଆ ବାଇବେଲ4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା। Viz kapitolaପବିତ୍ର ବାଇବଲ4 “ହେ ସଦାପ୍ରଭୁ, ତୁମ୍ଭେ ପ୍ରଥମେ ସେୟୀରରୁ ବାହାରିଲା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କଲାବେଳେ ପୃଥିବୀ କମ୍ପିଲା। ଆକାଶ ବିନ୍ଦୁ ପାତ କଲା ମେଘମାଳା ଜଳପାତ କଲା। Viz kapitola |