Online Bible

- Reklamy -




ବିଚାରକର୍ତ୍ତା 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ସ୍ଵଚ୍ଛନ୍ଦରେ ଉତ୍ସର୍ଗକାରୀ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡ଼େ ମୋହର ହୃଦୟ ଅଛି; ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

Viz kapitola kopírovat

ଓଡିଆ ବାଇବେଲ

9 ମୋହର ହୃଦୟ ଇସ୍ରାଏଲର ଶାସନକର୍ତ୍ତାମାନଙ୍କ ଆଡେ ଅଛି, ଯେଉଁମାନେ ସ୍ୱେଚ୍ଛାରେ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କୁ ଉତ୍ସର୍ଗ କଲେ। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

Viz kapitola kopírovat

ପବିତ୍ର ବାଇବଲ

9 “ମୋର ହୃଦୟ ଇସ୍ରାଏଲର ଆଦେଶକର୍ତ୍ତାଙ୍କଠାରେ ଅଛି, ଯିଏ ଯୁଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ, ସଦାପ୍ରଭୁଙ୍କର ଧନ୍ୟବାଦ କର!

Viz kapitola kopírovat




ବିଚାରକର୍ତ୍ତା 5:9

Následuj nás:

Reklamy


Reklamy