ବିଚାରକର୍ତ୍ତା 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ-ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟ-ମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ1 ପୁଣି ଥରେ ଇସ୍ରାଏଲୀୟମାନେ ତାହା କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି ବିବେଚନା କଲେ। ତେଣୁ ସଦାପ୍ରଭୁ ସାତ ବର୍ଷ ପାଇଁ ମିଦିୟନୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ଉପରେ ଶାସନ କରିବାକୁ ଦେଲେ। Viz kapitola |