Online Bible

- Reklamy -




ବିଚାରକର୍ତ୍ତା 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେଣବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।

Viz kapitola kopírovat

ପବିତ୍ର ବାଇବଲ

10 ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଇମୋରୀୟଙ୍କ ଦେବତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଛ।’ ମାତ୍ର ତୁମ୍ଭେମାନେ ମୋର କଥା ଶୁଣିଲ ନାହିଁ।”

Viz kapitola kopírovat




ବିଚାରକର୍ତ୍ତା 6:10

Následuj nás:

Reklamy


Reklamy