Online Bible

- Reklamy -




ବିଚାରକର୍ତ୍ତା 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥିତ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ତତ୍କାଳେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟ-ମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ତ ଭିତରେ ତାହା ମଳୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍‍ର ଅଧିକାରସ୍ଥ ଅଫ୍ରାରେ ଅଲୋନ୍‍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍‍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।

Viz kapitola kopírovat

ପବିତ୍ର ବାଇବଲ

11 ଏହା ପରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାସର ଅଧିକାର ସ୍ଥିତି ଅଫ୍ରାରେ ଅଲୋନବୃକ୍ଷମୂଳରେ ବସିଲେ। ସେହି ସମୟରେ ତା'ର ପୁତ୍ର ଗିଦିୟୋନ ଦ୍ରାକ୍ଷାକୁଣ୍ଡରେ ଗହମ ଝାଡ଼ୁଥିଲେ। ସେ ଏଥିପାଇଁ ଲୁଚୁଥିଲେ ଯେ, ମିଦିୟନୀୟମାନେ ଯେପରି ଗହମ ନ ଦେଖିବେ।

Viz kapitola kopírovat




ବିଚାରକର୍ତ୍ତା 6:11

Následuj nás:

Reklamy


Reklamy