Online Bible

- Reklamy -




ବିଚାରକର୍ତ୍ତା 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାʼନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏ ସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁଣ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରି ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

13 ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୁ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏ ସବୁ ଘଟିଅଛି କାହିଁକି ? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରି ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

13 ଏହା ପରେ ଗିଦିୟୋନ ତାଙ୍କୁ କହିଲେ, “ହେ ପ୍ରଭୁ, ମୁଁ ପ୍ରତିଜ୍ଞା କରୁଛି, ଯଦି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥା’ନ୍ତି। ତେବେ ଆମ୍ଭମାନଙ୍କ ପ୍ରତି ଏପରି ଘଟିଯାଉଛି କାହିଁକି? ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରି ନାହାନ୍ତି କି? ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ସଦାପ୍ରଭୁଙ୍କ ଯେଉଁ ଭୀତିଉତ୍ପାଦକ କାର୍ଯ୍ୟ କଥା ବାରମ୍ବାର କହିଥିଲେ, ସେ ସବୁ କାହିଁ? କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି। ସେ ଆମ୍ଭମାନଙ୍କୁ ମିଦିୟନୀୟର ହସ୍ତରେ ସମର୍ପଣ କରିଅଛନ୍ତି।”

Viz kapitola kopírovat




ବିଚାରକର୍ତ୍ତା 6:13

Následuj nás:

Reklamy


Reklamy