ବିଚାରକର୍ତ୍ତା 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏକଜଣ ପରି ସଂହାର କରିବ। Viz kapitolaଓଡିଆ ବାଇବେଲ16 ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ। Viz kapitolaପବିତ୍ର ବାଇବଲ16 ସଦାପ୍ରଭୁ ଗିଦିୟୋନକୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସହିତ ରହିବି। ତେଣୁ ତୁମ୍ଭେ ମିଦିୟନୀୟମାନଙ୍କୁ ପରାସ୍ତ କରିବ! ତୁମ୍ଭକୁ ଲାଗିବ ସତେ ଯେପରି ତୁମ୍ଭେ ଜଣକ ସହିତ ଯୁଦ୍ଧ କରୁଛ।” Viz kapitola |