Online Bible

- Reklamy -




ବିଚାରକର୍ତ୍ତା 6:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

17 ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

17 ଏହିପରେ ଗିଦିୟୋନ ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ, ତେବେ ମୋତେ ପ୍ରମାଣ ଦିଅ ଯେ ପ୍ରକୃତରେ ଆପଣ ମୋ’ ସହିତ କଥାବାର୍ତ୍ତା ହେଉଛନ୍ତି।

Viz kapitola kopírovat




ବିଚାରକର୍ତ୍ତା 6:17

Následuj nás:

Reklamy


Reklamy