ବିଚାରକର୍ତ୍ତା 6:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ଏହି ଗଡ଼ ଉପରେ ରୀତିମତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ଵିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର। Viz kapitolaଓଡିଆ ବାଇବେଲ26 ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର। Viz kapitolaପବିତ୍ର ବାଇବଲ26 ଏହା ପରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ଯଥାର୍ଥ ପ୍ରକାର ଯଜ୍ଞବେଦି ନିର୍ମାଣ କର। ଏହି ଯଜ୍ଞବେଦିକୁ ଉଚ୍ଚସ୍ଥାନରେ ନିର୍ମାଣ କର। ସେହି ଷଣ୍ଢଟିକୁ ହୋମବଳିରୂପେ ସେହି ଯଜ୍ଞବେଦି ଉପରେ ଉତ୍ସର୍ଗ କର, ତୁମ୍ଭମାନଙ୍କର ହୋମବଳି ଦଗ୍ଧ କରିବା ପାଇଁ ସେହି ଯଜ୍ଞବେଦି ନିକଟରେ ଥିବା ଆଶେରା ସ୍ତମ୍ଭର କାଠକୁ ବ୍ୟବହାର କର।” Viz kapitola |