ବିଚାରକର୍ତ୍ତା 6:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ଵିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି। Viz kapitolaଓଡିଆ ବାଇବେଲ28 ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି। Viz kapitolaପବିତ୍ର ବାଇବଲ28 ତା’ ପରଦିନ ପ୍ରଭାତରେ ସହରର ଲୋକମାନେ ଦେଖିଲେ ବାଲ୍ଦେବତାଙ୍କ ପାଇଁ ହୋଇଥିବା ଯଜ୍ଞବେଦି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇ ଯାଇଛି। ଏବଂ ସେମାନେ ଦେଖିଲେ ଆଶେରା ସ୍ତମ୍ଭ ମଧ୍ୟ କଟାଯାଇଛି। ଏବଂ ସେମାନେ ମଧ୍ୟ ନିରୀକ୍ଷଣ କଲେ ଯେ, ବୋହିନେବା ନିର୍ମିତ ଯଜ୍ଞବେଦି ଉପରେ ଏକ ଷଣ୍ଢ ଉତ୍ସର୍ଗ କରାଯାଇଥିଲା। Viz kapitola |