Online Bible

- Reklamy -




ବିଚାରକର୍ତ୍ତା 6:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର୍ ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

35 ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

35 ଗିଦିୟୋନ ମନଃଶି ପରିବାରବର୍ଗର ଲୋକମାନଙ୍କ ପାଖକୁ ଦୂତ ପଠାଇଲେ। ସେହି ଦୂତମାନେ ସେମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଆଶେର, ସବୂଲୂନ ଏବଂ ନପ୍ତାଲି ପରିବାରବର୍ଗର ଲୋକମାନଙ୍କ ନିକଟକୁ ସେହି ବାର୍ତ୍ତା ପଠାଗଲା। ତେଣୁ ସେହିସବୁ ପରିବାରବର୍ଗମାନେ ମଧ୍ୟ ଗିଦିୟୋନ ଓ ତାଙ୍କର ଲୋକମାନଙ୍କ ସହିତ ଯୋଗଦେବାକୁ ଗଲେ।

Viz kapitola kopírovat




ବିଚାରକର୍ତ୍ତା 6:35

Následuj nás:

Reklamy


Reklamy