ବିଚାରକର୍ତ୍ତା 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, “ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ଼୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ଵର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ14 ସେହି ଲୋକଟିର ବନ୍ଧୁ ଏହି ସ୍ୱପ୍ନର ଅର୍ଥ ବୁଝି ପାରିଲା, ସେ କହିଲା, “ଇସ୍ରାଏଲରୁ ଆସିଥିବା ଯୋୟାସର ପୁତ୍ର ଗିଦିୟୋନଙ୍କର ଖଡ଼୍ଗ ଏହା ଛଡ଼ା ଆଉ କିଛି ନୁହେଁ। ପରମେଶ୍ୱର ମିଦିୟନୀୟମାନଙ୍କୁ ଓ ସମସ୍ତ ଶିବିରକୁ ତାଙ୍କ ହସ୍ତରେ ଦେଇଛନ୍ତି।” Viz kapitola |