Online Bible

- Reklamy -




ବିଚାରକର୍ତ୍ତା 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ।

Viz kapitola kopírovat

ଓଡିଆ ବାଇବେଲ

19 ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ।

Viz kapitola kopírovat

ପବିତ୍ର ବାଇବଲ

19 ତେଣୁ ଗିଦିୟୋନ ଏବଂ ତାଙ୍କ ସହିତ ଥିବା 100 ସୈନିକ ଛାଉଣି ପାଖରେ ପହଞ୍ଚିଲେ। ସେତେବେଳେ ମିଦିୟନୀୟମାନେ ସେମାନଙ୍କର ନୂତନ ପ୍ରହରୀମାନଙ୍କୁ ପରିବର୍ତ୍ତନ କରୁଥିଲେ। ଏହା ମଧ୍ୟରାତ୍ରି ସମୟ ଥିଲା। ଏହି ସମୟରେ ଗିଦିୟୋନ ଓ ତା'ର ଲୋକମାନେ ସେମାନଙ୍କର ତୂରୀଗୁଡ଼ିକ ବଜାଇବାକୁ ଲାଗିଲେ ଓ ସେମାନଙ୍କର ଜାରଗୁଡ଼ିକୁ ଭାଙ୍ଗି ଚୁ‌ର୍‌ମାର୍ କରି ପକାଇଲେ।

Viz kapitola kopírovat




ବିଚାରକର୍ତ୍ତା 7:19

Následuj nás:

Reklamy


Reklamy