ବିଚାରକର୍ତ୍ତା 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ଵନି କରି ସେମାନଙ୍କୁ ପଳାୟନ କରାଇଲେ। Viz kapitolaଓଡିଆ ବାଇବେଲ21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ। Viz kapitolaପବିତ୍ର ବାଇବଲ21 ଗିଦିୟୋନର ସୈନ୍ୟମାନେ ଛାଉଣିର ଚତୁର୍ପାର୍ଶ୍ୱରେ ନିଜ ନିଜ ସ୍ଥାନରେ ଛିଡ଼ା ହେଲେ। ମିଦିୟନୀୟମାନେ ଆକସ୍ମିକ ବିପଦରେ ପଡ଼ିଲେ ଏବଂ ସେମାନଙ୍କର ଜୀବନ ବଞ୍ଚାଇବା ପାଇଁ ଦୌଡ଼ିଲେ। Viz kapitola |