ବିଚାରକର୍ତ୍ତା 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, “ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର;” ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ପ୍ରତିକୂଳରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବୈଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର; ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବୈଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ। Viz kapitolaଓଡିଆ ବାଇବେଲ24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର; ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ। Viz kapitolaପବିତ୍ର ବାଇବଲ24 ଏହା ପରେ ଗିଦିୟୋନ ପର୍ବତମୟ ଦେଶ ଇଫ୍ରୟିମକୁ ଦୂତମାନଙ୍କୁ ପଠାଇଲେ। ଦୂତଗଣ କହିଲେ, “ଓହ୍ଲାଇ ଆସ ଏବଂ ମିଦିୟନୀମାନଙ୍କ ସୈନ୍ୟଗଣକୁ ଆକ୍ରମଣ କର। ଯର୍ଦ୍ଦନ ନଦୀ ଓ ବୈଥ୍-ବାରା ପର୍ଯ୍ୟନ୍ତ ନିଜ ନିୟନ୍ତ୍ରଣକୁ ଆଣ। ମିଦିୟନୀୟମାନେ ସେଠାରେ ପହଞ୍ଚିବା ପୂର୍ବରୁ ଏପରି କର।” ତେଣୁ ସେମାନେ ଇଫ୍ରୟିମର ଲୋକମାନଙ୍କୁ ଏକତ୍ରିତ କଲେ। ସେମାନେ ବୈଥେ-ବାରା ଅଞ୍ଚଳ ପର୍ଯ୍ୟନ୍ତ ନିୟନ୍ତ୍ରଣ କଲେ। Viz kapitola |