Online Bible

- Reklamy -




ବିଚାରକର୍ତ୍ତା 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, କୁକ୍କୁର ପରି ଆପଣା ଜିହ୍ଵାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ୍ କର।

Viz kapitola kopírovat

ଓଡିଆ ବାଇବେଲ

5 ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ୍‍ କର।

Viz kapitola kopírovat

ପବିତ୍ର ବାଇବଲ

5 ତେଣୁ ଗିଦିୟୋନ ସେମାନଙ୍କୁ ପାଣି ଭିତରକୁ ନେଇଗଲେ। ସେଠାରେ ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ଏହି ଲୋକମାନଙ୍କୁ ଦୁଇଟି ଦଳରେ ବିଭକ୍ତ କର। ଯେଉଁମାନେ କୁକୁର ପରି ନିଜ ଜିଭରେ ଗ୍ଭକୁ ଗ୍ଭକୁ କରି ପାଣି ପିଇବେ, ସେମାନଙ୍କୁ ଗୋଟିଏ ଗୋଷ୍ଠୀରେ ଓ ଯେଉଁମାନେ ନଇଁପଡ଼ି ପାଣି ପିଅନ୍ତି, ସେହି ଲୋକମାନଙ୍କୁ ଆଉ ଏକ ଗୋଷ୍ଠୀ କର।”

Viz kapitola kopírovat




ବିଚାରକର୍ତ୍ତା 7:5

Následuj nás:

Reklamy


Reklamy