ବିଚାରକର୍ତ୍ତା 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ଵାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ। Viz kapitolaଓଡିଆ ବାଇବେଲ7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ। Viz kapitolaପବିତ୍ର ବାଇବଲ7 ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ମୁଁ ଏହି 300 ଲୋକଙ୍କୁ ବ୍ୟବହାର କରିବି ଯେଉଁମାନେ କୁକୁର ପରି ଗ୍ଭକୁ ଗ୍ଭକୁ କରି ଜଳପାନ କଲେ, ମୁଁ ସେମାନଙ୍କ ଦ୍ୱାରା ତୁମ୍ଭକୁ ସାହାଯ୍ୟ କରିବି ଓ ମିଦିୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ପରାସ୍ତ କରାଇବି। ଅବଶିଷ୍ଟ ଲୋକମାନଙ୍କୁ ସେମାନଙ୍କ ସ୍ୱଗୃହକୁ ଫେରାଇ ଦିଅ।” Viz kapitola |