Online Bible

- Reklamy -




ବିଚାରକର୍ତ୍ତା 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।

Viz kapitola kopírovat

ଓଡିଆ ବାଇବେଲ

8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।

Viz kapitola kopírovat

ପବିତ୍ର ବାଇବଲ

8 ତେଣୁ ଗିଦିୟୋନ ସେ ସମସ୍ତ ଲୋକମାନଙ୍କୁ ଗୃହକୁ ପଠାଇ ଦେଲେ। ତାଙ୍କ ସହିତ ମାତ୍ର 300 ଲୋକ ରଖିଲେ। ସେହି 300 ଲୋକ ଅନ୍ୟମାନଙ୍କର ସାମଗ୍ରୀ ଓ ତୂରୀସବୁ ରଖିଲେ, ଯେଉଁମାନେ ଗୃହକୁ ଗ୍ଭଲିଗଲେ। ମିଦିୟନୀୟମାନଙ୍କର ଛାଉଣି ସେମାନଙ୍କର ତଳ ଉପତ୍ୟକାରେ ଥିଲା।

Viz kapitola kopírovat




ବିଚାରକର୍ତ୍ତା 7:8

Následuj nás:

Reklamy


Reklamy