ବିଚାରକର୍ତ୍ତା 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇଫ୍ରୟିମର ଲୋକମାନେ ତାଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟ; ବିବାଦ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ। Viz kapitolaପବିତ୍ର ବାଇବଲ1 ଇଫ୍ରୟିମ ଲୋକମାନେ ଗିଦିୟୋନଙ୍କ ସହିତ କ୍ରୋଧ ହେଲେ। ସେମାନେ ଗିଦିୟୋନଙ୍କୁ ଦେଖିବା ମାତ୍ରେ ପଗ୍ଭରିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ କାହିଁକି ଏପରି ବ୍ୟବହାର କଲ? ତୁମ୍ଭେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା ପୂର୍ବରୁ ଆମକୁ କହିଲ ନାହିଁ କାହିଁକି?” Viz kapitola |