Online Bible

- Reklamy -




ବିଚାରକର୍ତ୍ତା 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲ୍ମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ସେବହ ଓ ସଲ୍ମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳା; ଲୋକମାନଙ୍କୁ ରୋଟୀ ଦେବୁ?

Viz kapitola kopírovat

ଓଡିଆ ବାଇବେଲ

15 ଏଥିଉତ୍ତାରେ ସେ ସୁକ୍‍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, “ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ ?”

Viz kapitola kopírovat

ପବିତ୍ର ବାଇବଲ

15 ଏହା ପରେ ଗିଦିୟୋନ ସୁକ୍‌କୋତ ସହରକୁ ଫେରି ଆସିଲେ। ସେ ସେହି ସହରର ଲୋକମାନଙ୍କୁ କହିଲେ, “ଏହିଠାରେ ସେବହ ଓ ସଲମୁନ୍ନ ଅଛନ୍ତି। ତୁମ୍ଭେମାନେ ଏହାକହି ମୋତେ ବିଦ୍ରୂପ କଲ, ‘ଆମ୍ଭେ କାହିଁକି ତୁମ୍ଭ କ୍ଳାନ୍ତ ସୈନିକମାନଙ୍କୁ ଖାଦ୍ୟ ଦେବୁ? ତୁମ୍ଭେମାନେ ଏପର୍ଯ୍ୟନ୍ତ ସେବହ ଓ ସଲମୁନ୍ନକୁ ଧରି ନାହଁ।’”

Viz kapitola kopírovat




ବିଚାରକର୍ତ୍ତା 8:15

Následuj nás:

Reklamy


Reklamy