ବିଚାରକର୍ତ୍ତା 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଇସ୍ରାଏଲ-ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ। Viz kapitolaପବିତ୍ର ବାଇବଲ22 ଇସ୍ରାଏଲର ଲୋକମାନେ ଗିଦିୟୋନଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ମିଦିୟନୀୟମାନଙ୍କଠାରୁ ରକ୍ଷା କରିଅଛ, ତେଣୁ ତୁମ୍ଭେ ଆମ୍ଭର ଶାସକ ହୁଅ। ଆମ୍ଭେ ତୁମ୍ଭକୁ, ତୁମ୍ଭର ସନ୍ତାନମାନଙ୍କୁ ଆମ୍ଭର ଶାସକ ଭାବେ ଗ୍ଭହୁଁ।” Viz kapitola |