Online Bible

- Reklamy -




ବିଚାରକର୍ତ୍ତା 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ।

Viz kapitola kopírovat

ଓଡିଆ ବାଇବେଲ

23 ତହିଁରେ ଗିଦିୟୋନ୍‍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋ’ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।

Viz kapitola kopírovat

ପବିତ୍ର ବାଇବଲ

23 କିନ୍ତୁ ଗିଦିୟୋନ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ଶାସକ ହେବେ। ମୁଁ ତୁମ୍ଭକୁ ଶାସନ କରିବି ନାହିଁ। ଏବଂ ମୋର ପୁତ୍ରମାନେ ମଧ୍ୟ ତୁମ୍ଭକୁ ଶାସନ କରିବେ ନାହିଁ।”

Viz kapitola kopírovat




ବିଚାରକର୍ତ୍ତା 8:23

Následuj nás:

Reklamy


Reklamy