ବିଚାରକର୍ତ୍ତା 8:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ଵରୂପ ହେଲା। Viz kapitolaଓଡିଆ ବାଇବେଲ27 ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା। Viz kapitolaପବିତ୍ର ବାଇବଲ27 ଗିଦିୟୋନ ଏହିସବୁ ସୁବର୍ଣ୍ଣରେ ଏକ ଏଫୋଦ ତିଆରି କଲେ। ସେ ଏହାକୁ ସେମାନଙ୍କ ନଗର ଅଫ୍ରାରେ ରଖିଲେ। ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ସେହି ଏଫୋଦକୁ ଉପାସନା କଲେ। ଏହିପରି ଭାବରେ, ଏଫୋଦକୁ ଉପାସନା କରି ଇସ୍ରାଏଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱାସୀ ହେଲେ। ଏହି ଏଫୋଦ ଗିଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ୱରୂପ ହେଲା, ଯାହାକି ସେମାନଙ୍କର ପାପର କାରଣ ହେଲା। Viz kapitola |