Online Bible

- Reklamy -




ବିଚାରକର୍ତ୍ତା 8:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍‍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଏହିରୂପେ ମିଦୀୟନ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।

Viz kapitola kopírovat

ଓଡିଆ ବାଇବେଲ

28 ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍‍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।

Viz kapitola kopírovat

ପବିତ୍ର ବାଇବଲ

28 ଇସ୍ରାଏଲ ଅଧୀନରେ ରହିବା ପାଇଁ, ମିଦିୟନର ଲୋକମାନେ ବାଧ୍ୟ କରାଗଲେ। ସେମାନେ ଆଉ କିଛି ଅସୁବିଧାରେ ପଡ଼ିଲେ ନାହିଁ। ତେଣୁ ଗିଦିୟୋନ ବଞ୍ଚିଥିବା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ଦେଶ ଶାନ୍ତିରେ ରହିଲା।

Viz kapitola kopírovat




ବିଚାରକର୍ତ୍ତା 8:28

Následuj nás:

Reklamy


Reklamy