ବିଚାରକର୍ତ୍ତା 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପରମେଶ୍ଵର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା। Viz kapitolaଓଡିଆ ବାଇବେଲ3 ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି ? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା। Viz kapitolaପବିତ୍ର ବାଇବଲ3 ଠିକ୍ ସେହିପରି, ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ମିଦିୟନର ଓରେବ୍ ଓ ସେବ୍ ଦୁଇ ନେତୃବର୍ଗଙ୍କୁ ସମର୍ପଣ କଲେ, କିନ୍ତୁ ମୋର ଫଳକୁ ତୁମ୍ଭ ସହିତ କିପରି ତୁଳନା କରିବି?” ସେମାନେ ଗିଦିୟୋନଙ୍କ କଥାରେ ଶାନ୍ତ ହେଲେ। Viz kapitola |