Online Bible

- Reklamy -




ବିଚାରକର୍ତ୍ତା 8:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏ ଉତ୍ତାରେ ଯୋୟାଶର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶର କବରରେ କବର ପାଇଲେ।

Viz kapitola kopírovat

ଓଡିଆ ବାଇବେଲ

32 ଏଥିଉତ୍ତାରେ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍‍ର କବରରେ କବର ପାଇଲେ।

Viz kapitola kopírovat

ପବିତ୍ର ବାଇବଲ

32 ଯୋୟାଶର ପୁତ୍ର ଗିଦିୟୋନ ଅତ୍ୟଧିକ ବାର୍ଦ୍ଧକ୍ୟରେ ପହଞ୍ଚି ମୃତ୍ୟୁବରଣ କଲେ। ଅବୀୟେଷ୍ରୀୟମାନଙ୍କ ଅଫ୍ରାର ସହରରେ ତାଙ୍କ ପିତା ଯୋୟାଶର ନିଜର କବରରେ ଗିଦିୟୋନକୁ କବର ଦିଆଗଲା।

Viz kapitola kopírovat




ବିଚାରକର୍ତ୍ତା 8:32

Následuj nás:

Reklamy


Reklamy