ବିଚାରକର୍ତ୍ତା 8:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ। Viz kapitolaଓଡିଆ ବାଇବେଲ34 ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ। Viz kapitolaପବିତ୍ର ବାଇବଲ34 ଇସ୍ରାଏଲର ଲୋକମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ଭୁଲିଗଲେ। ଯଦିଓ ସେ ସେମାନଙ୍କର ଗ୍ଭରିପାଖରେ ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଥିଲେ। Viz kapitola |